ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣା: ଡ୍ରାଇଭର ଓ ସହକର୍ମୀଙ୍କୁ ପଚରାଉଚରା କରିବ ପୁଲିସ
ଭୁବନେଶ୍ବର/ପୁରୀ/ଗୋପ : ପୁରୀ ଜିଲ୍ଲା ଗୋପ ବ୍ଲକ୍ ୧୧ ନଂ ଜିଲ୍ଲା ପରିଷଦ ଜୋନ୍ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାରେ ଆଜି ତାଙ୍କ ଡ୍ରାଇଭର ଓ ସହକର୍ମୀଙ୍କୁ ପୁଲିସ ପଚରାଉଚରା କରିବ ବୋଲି ସୂଚନା ମିଳିଛି। ଭୁବନେଶ୍ବର ଶିଶୁପାଳଗଡ଼ସ୍ଥିତ ଘରେ ଧର୍ମେନ୍ଦ୍ରଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପୁଲିସ ଗତକାଲି ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ ଘରର ସିସିଟିଭିର ହାର୍ଡଡିସ୍କକୁ ଜବତ କରିଥିଲା। ଆଜି ତାକୁ ଫରେନସିକ ଯାଞ୍ଚ ପାଇଁ ପଠାଇଛି […]