ଓଡ଼ିଶାକୁ ନିନ୍ଦିତ କର ନାହିଁ: ବିଜେଡି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଟ୍ବିଟ୍ ପରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ବିଜେଡି ଓ ବିଜେପି ପରସ୍ପରକୁ ଆକ୍ଷେପ କରିଛନ୍ତି। ଟ୍ବିଟ୍ କରି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଠାରେ କାଁଭାଁ ଅପରାଧ ହୁଏ […]









