ଦେଶରେ କମୁନି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୫୭୫୪ କରୋନା ପଜିଟିଭ୍
ନୂଆଦିଲ୍ଲୀ, ୧୯|୦୮: କମିବା ପରେ ପୁଣି ବଢିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିବା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିନି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୫ ହଜାର ଉପରେ ରହିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି […]