ହଷ୍ଟେଲରେ ଚିକିତ୍ସା ଅବହେଳା ଅଭିଯୋଗ, ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ
ନୀଳଗିରି ୫।୮: ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁ । ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଆଉ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଦେଲେ ଛାତ୍ର । ଏଭଳି ଘଟଣା ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଧୋବଶିଳା ପଞ୍ଚାୟତରେ ଘଟିଛି। ସୂଚନାଯୋଗ୍ୟ ଯେ, ଧୋବଶିଳା ପଞ୍ଚାୟତ ଖଇରିବଣୀଠାରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଆଦିବାସୀ ହଷ୍ଟେଲ ରହିଛି । ନିକଟ ରାବିଡ଼ିସାହି ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂଙ୍କ ୭ ବର୍ଷର ପୁଅ ତପୁ […]