ରାଜ୍ୟରେ ହଜାରେ ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୨୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୩୧/୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୦୫ କୁ ବୃଦ୍ଧି […]