ରାମଚନ୍ଦ୍ରପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା : ବାପାଙ୍କ ପରେ ଏବେ ପୁଅର ବି ଚାଲିଗଲା ଜୀବନ
ବ୍ରହ୍ମପୁର ୨୯।୦୭ : ଗଞ୍ଜାମ ଜିଲ୍ଲା ଗୋପାଳପୁର ରାମଚନ୍ଦ୍ରପୁରରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା । ବାପାଙ୍କ ପରେ ଏବେ ପୁଅଙ୍କର ବି ଚାଲିଗଲା ଜୀବନ । ମୃତକଙ୍କ ନାମ ଅଶୋକ ନାୟକ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଗତ ୨୨ ତାରିଖରେ ଘର ଭିତରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା । ଏଥିରେ ବାପା-ପୁଅ ଗୁରୁତର ହୋଇଥିଲା । ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ୨୫ ତାରିଖ ଦିନ […]