ସିରିଜ୍ କ୍ଲିନ୍ ସ୍ୱିପ୍ କଲା ଭାରତ : ଶେଷ ଦିନିକିଆରେ ୧୧୯ ରନରେ ହାରିଲା ଓ୍ୱେଷ୍ଟ୍ ଇଣ୍ଡିଜ
ପୋର୍ଟ ଅଫ ସ୍ପେନ,୨୮/୦୭: ଘରୋଇ ୱେଷ୍ଟ ଇଣ୍ଡିଜ ବିପକ୍ଷରେ ୩ଟି ଯାକ ମ୍ୟାଚ୍ ଜିତି ଭାରତ ଦିନିକିଆ ସିରିଜ ପୋଛି ନେଇଛି । ବୁଧବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ତୃତୀୟ ଦିନିକିଆରେ ଭାରତ ୧୧୯ ରନ୍ରେ ବିଜୟ ହାସଲ କରିଛି । ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୬ ଓଭରରେ ୩ ୱିକେଟ୍ ହରାଇ ୨୨୫ ରନ୍ କରିଥିଲା । ବର୍ଷା ବାଧକ ସାଜିବା ଫଳରେ ଡକ୍ ୱର୍ଥ ଲୁଇସ ନିୟମ ଅନୁଯାୟୀ ୱେଷ୍ଟ […]