ମେ’ ୧୦ରେ ଝାରସୁଗୁଡ଼ା ଭୋଟ୍: ୧୩ରେ ଭୋଟ୍ ଗଣତି; ଆଦର୍ଶ ଆଚରଣବିଧି ଲାଗୁହେଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ପରେ ଖାଲି ପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଆସନ୍ତା ମେ’ ୧୦ତାରିଖରେ ଉପନିର୍ବାଚନ ହେବ ବୋଲି ଭାରତ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ବୁଧବାର ଦିନ ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ […]









