ଯୁକ୍ତ୨ ପରୀକ୍ଷା: ସାମିଲ ହେବେ ହାଇସ୍କୁଲ ଶିକ୍ଷକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ୨୪ ଘଣ୍ଟା ପରେ ଯୁକ୍ତ ୨ ଥିଓରି ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ସଂଧ୍ୟା ସୁଦ୍ଧା ୨୦୨ଟି ହବ୍ରେ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପହଞ୍ଚିବ। କିନ୍ତୁ […]









