ରାଜମାତା ରାସମଞ୍ଜରୀ ଦେବୀଙ୍କ ପରଲୋକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ତିଗିରିଆ : ଆଠଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ତଥା ଏକମାତ୍ର ମହିଳା ବିଧାୟିକା, ପୂର୍ବତନ କଟକ ଜିଲ୍ଲାପରିଷଦ ଉପସଭାପତି, ତିଗିରିଆ ପଞ୍ଚାୟତ ସମିତିର ପ୍ରଥମ ଅଧ୍ୟକ୍ଷା ତଥା ତିଗିରିଆ ଗଡ଼ଜାତର ପୂର୍ବତନ ରାଣୀ ରାସମଞ୍ଜରୀ ଦେବୀଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୬ ବର୍ଷ […]









