ଏନ୍ଏଚ୍ଆର୍ସିରେ ବିଜୟଶଙ୍କର ମାମଲା: ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନଥିବା ଅଭିଯୋଗ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଜଗତସିଂହପୁର ଟାଉନ୍ : ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଦୁଷ୍କର୍ମ ମାମଲାରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଏପରିକି ତଦନ୍ତ ଠିକ୍ ଭାବେ ହେଉ ନ ଥିବା ଅଭିଯୋଗ କରି ଜାତୀୟ ମାନବାଧିକାର କମିସନ(ଏନଏଚଆରସି)ଙ୍କ ଦ୍ବାରସ୍ଥ ହୋଇଛନ୍ତି ‘ନ୍ୟାୟ […]









