ପାଟକୁରା ରାଜନୀତି ସରଗରମ: ରାସ୍ତାକୁ ଓହ୍ଲାଇଲେ ବିଜୟଙ୍କ ପୁଅ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କେନ୍ଦ୍ରାପଡ଼ା/ଗରଦପୁର : ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶତାଧିକ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଯାଇ ଗରଦପୁର ବ୍ଲକ୍ ଅଫିସ୍ ଆଗରେ ପ୍ରତିବାଦ ସଭା କରିଛନ୍ତି। ଆବାସ ଯୋଜନାରେ ବାଦ୍ ପଡ଼ିଥିବା ଯୋଗ୍ୟ […]









