ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ: ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା […]









