କନ୍ୟାଶ୍ରମରେ ଅନ୍ତେବାସିନୀ ଅସୁସ୍ଥ ଘଟଣା, ୬ ବାଲେଶ୍ୱର ସ୍ଥାନାନ୍ତରିତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସୋର: ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ପୁରୁବାଈ କନ୍ୟାଶ୍ରମରେ ୨୬ଜଣ ଅନ୍ତେବାସିନୀ ଅସୁସ୍ଥ ଘଟଣାରେ ଆଜି ରାତିରେ ୬ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଗତ ଶୁକ୍ରବାର ଦିନ ଏହି କନ୍ୟାଶ୍ରମରେ […]









