ଆଇଆଇସିଙ୍କୁ ଧକ୍କା ପ୍ରସଙ୍ଗ: ଜୋର ଧରିଲା ଦାବି, ଜୟନାରାୟଣଙ୍କୁ ବାନ୍ଧ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର/ସମ୍ବଲପୁର : ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଇଆଇସି ଅନିତା ପ୍ରଧାନଙ୍କୁ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ଧକ୍କା ମାରିବା ଘଟଣା ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି କରିଛି। ଏହି ଘଟଣାକୁ ନେଇ ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ […]









