ଏନ୍ଟିସିଏର ମଞ୍ଜୁରି: ଦେବ୍ରିଗଡ଼ରେ ହେବ ବ୍ୟାଘ୍ର ଅଭୟାରଣ୍ୟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର/ବରଗଡ଼ : ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ହେବାକୁ ଯାଉଛି ଆଉ ଏକ ବ୍ୟାଘ୍ର ଅଭୟାରଣ୍ୟ। ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ବ୍ୟାପିଥିବା ଡେବ୍ରିଗଡ଼ ଅଭୟାରଣ୍ୟ ସହ ସରାଇଦାମାକ ଓ ଦେଚୁଆଁ ସଂରକ୍ଷିତ ଜଙ୍ଗଲକୁ ମିଶାଇ ୮୦୪ ବର୍ଗ କିଲୋମିଟର୍ […]









