ଲୋୟର୍ ପିଏମ୍ଜିରେ ଗର୍ଜିଲେ ସାମ୍ବାଦିକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ୱର: ରାଜ୍ୟରେ ସାମ୍ବାଦିକମାନଙ୍କର ମୌଳିକ ସମସ୍ୟାର ସମାଧାନ ଦିଗରେ ସରକାରଙ୍କ ଉଦାସୀନତା ନେଇ ବୁଧବାର ଦିନ ଲୋୟର୍ ପିଏମ୍ଜିରେ ସାମ୍ବାଦିକମାନେ ଗର୍ଜନ କରିଛନ୍ତି। ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ସ୍ୱାସ୍ଥ୍ୟବୀମା ରାଶି ୧୦ଲକ୍ଷ ଟଙ୍କାକୁ ବୃଦ୍ଧି, ଅବସରକାଳୀନ ଭତ୍ତା ପ୍ରଦାନ, ସମସ୍ତ […]









