ପ୍ୟାରୀ ମହାପାତ୍ରଙ୍କ ଝିଅ କଂଗ୍ରେସରେ ଯୋଗଦେଲେ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି ବୁଧବାର ଦିନ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରୀେମାହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ଦିନ ସେ ବିଜେଡି ଛାଡ଼ି […]









