ଉତ୍କଳ ବିଶ୍ବବିଦ୍ୟାଳୟରେ ଜେଏନ୍ୟୁ ପ୍ରଫେସରଙ୍କୁ ଆକ୍ରମଣ ପରେ ତେଜିଲା ଛାତ୍ର ରାଜନୀତି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଜେଏନ୍ୟୁ ଅର୍ଥନୀତି ବିଭାଗ ପ୍ରଫେସର ସୁରଜିତ ମଜୁମଦାରଙ୍କୁ ଆକ୍ରମଣ ପରେ ଛାତ୍ର ରାଜନୀତି ସରଗରମ ହୋଇଛି। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ସଦସ୍ୟମାନେ ଆକ୍ରମଣ କରିଥିବା ଅଭିଯୋଗ ଆଣି ଛାତ୍ର ବିଜେଡି, ଏଆଇଏସ୍ଏଫ୍ ପରି […]









