ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି: ୩୦ ହଜାର କୁକୁଡ଼ା ମରାଯାଇଛି
ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ଭୁବନେଶ୍ୱର: ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋସଲେସନରେ ରଖାଯାଇଛି। ବାର୍ଡ ଫ୍ଲୁ ନେଇ ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ସଜାଗ […]









