ମେ’ରେ ଓଜେଇଇ, ଆଜିଠୁ ଆବେଦନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଆସନ୍ତା ମେ’ ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍ସିଏ, ଏମ୍.ଏସ୍ସି(କମ୍ପ୍ୟୁଟର ସାଇନ୍ସ), ଏମ୍ବିଏ, ଇଣ୍ଟିଗ୍ରେଟେଡ୍ ଏମ୍ବିଏ, ବି.କାର୍ଟ, […]









