ରମାଦେବୀ ବିଶ୍ବବିଦ୍ୟାଳୟରେ ପ୍ରେକ୍ଷାଳୟ ଉଦ୍ଘାଟିତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଆସନ୍ତା ୧୦ ତାରିଖରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ତାଙ୍କ ଗସ୍ତ ପୂର୍ବରୁ ଆଜି ବିଶ୍ବବିଦ୍ୟାଳୟ ପରିସରରେ ନବନିର୍ମିତ ‘ରମାଦେବୀ ପ୍ରେକ୍ଷାଳୟ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। […]









