୨୦% ଇଥାନଲ୍ ମିଶା ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ/ ଭୁବନେଶ୍ବର : ଆଜିଠାରୁ ଦେଶର ୮୪ଟି ପେଟ୍ରୋଲ୍ ପମ୍ପ୍ରେ ୨୦ ପ୍ରତିଶତ ଇଥାନଲ୍ ମିଶା ପେଟ୍ରୋଲ୍ ବିକ୍ରି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି। ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ପେଟ୍ରୋଲ୍ ପମ୍ପ୍ଗୁଡ଼ିକ ରହିଛି। ସାରା ଦେଶରେ […]









