ଆଇପିଏଲ ୨୦୨୦ : ଟସ୍ ଜିତିଲା ଚେନ୍ନାଇ, ପ୍ରଥମେ କରିବ ଫିଲ୍ଡିଂ
ଦୁବାଇ, ୨୯/୧୦: ଆଜି ଚଳିତ ଆଇପିଏଲ୍ର ଏକ ଲିଗ୍ ମୁକାବିଲାରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍ସ ଓ କୋଲକାତା ନାଇଟ୍ ରାଇଡର୍ସ । ମ୍ୟାଚ୍ ପୂର୍ବରୁ ଟସ୍ ଜିତିଛି ଚେନ୍ନାଇ । ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍ ଜିତି କୋଲକାତାକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି । ଅର୍ଥାତ ପ୍ରଥମେ ବୋଲିଂ କରିବ ଚେନ୍ନାଇ । କୋଲକାତା ପାଇଁ ଏହି ମ୍ୟାଚ୍ ଗୁରୁତ୍ୱପୂର୍ଣ୍ଣ । ଲିଗ୍ ପର୍ଯ୍ୟାୟରେ ଦଳର ଆଉ ମାତ୍ର ୨ଟି […]
