୫-ଟି ସଚିବଙ୍କ ରାଇରଙ୍ଗପୁର ଗସ୍ତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ରାଇରଙ୍ଗପୁର: ମୟୂରଭଞ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ୫ ଟି ସଚିବ ଭି.କେ ପାଣ୍ଡିୟାନ ଗସ୍ତରେ ଆସି ପ୍ରଥମେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥାନ ଦାଣ୍ଡବୋଷ ଗ୍ରାମକୁ ଯାଇ ତାଙ୍କ ସମାଧୀ ପୀଠକୁ ଯାଇ ଆଦିବାସୀ ସମ୍ପ୍ରଦାୟର ଜନସାଧାରଣଙ୍କ ସହିତ ସାକ୍ଷାତ୍ କରି […]









