ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ : ମାତ୍ର ୪୫ ବର୍ଷ ବୟସରେ ସଫଳ କଳାକାର ଜୀବନର ଅବସାନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କର ବୁଧବାର ରାତିରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ପରଲୋକ ଘଟିଛି। ତାଙ୍କୁ ମାତ୍ର ୪୫ ବର୍ଷ ହୋଇଥିଲା। ରାତି ପ୍ରାୟ ୧୧ଟା ୨୫ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ଲିଭର […]









