୧୦ ଜିଲ୍ଲାରେ ହେବ ଘନ କୁହୁଡ଼ି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ଏବଂ ୧୭ ତାରିଖ ଭୋର ସମୟରେ […]









