ବିଜେଡିରୁ ରାଜ୍ୟସଭା ଯିବାକୁ ଚାହୁଁଥିଲେ, ନ ମିଳିବାରୁ କଂଗ୍ରେସରେ ଯୋଗ ଦେଇଛନ୍ତି ବିଜୟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : କଂଗ୍ରେସ ଦଳରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସକ ବିଜୟ ପଟ୍ଟନାୟକ ଆଜି ସାମ୍ବାଦିକ ସମ୍ମିଳନୀରେ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି। ଶ୍ରୀ ମହାନ୍ତି ଏକ ପ୍ରେସ୍ ବିବୃତିରେ କହିଛନ୍ତି […]









