ଆଜିଠୁ ଖସିବ ରାତି ପାରଦ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟରେ ଏବେ କିଛି ସ୍ଥାନରେ ଦିନରେ ପ୍ରଚଣ୍ଡ ଖରା ଓ ରାତିରେ ଶୀତ ଜାରି ରହିଛି। ଗତକାଲି ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିଠାରେ ୭.୬ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୦.୫ ଡିଗ୍ରି ତାପମାତ୍ରା […]









