ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଝାରସୁଗୁଡ଼ା : ସ୍ପଷ୍ଟ ଦିବାଲୋକରେ ସମସ୍ତଙ୍କ ସମ୍ମୁଖରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରି ହତ୍ୟା କରିଥିବା ଏଏସ୍ଆଇ ଗୋପାଳ ଦାସ କ୍ରାଇମବ୍ରାଞ୍ଚ ହେପାଜତରେ ରହିଛି। ତଥାପି ହତ୍ୟାର କାରଣ ନେଇ ମୁହଁ ଖୋଲୁନି କ୍ରାଇମବ୍ରାଞ୍ଚ। ଘଟଣା ପଛର ରହସ୍ୟ କଣ […]









