ସିସୋର୍ ଚିଟ୍ଫଣ୍ଡ ମାମଲା: ପୂର୍ବତନ ସା˚ସଦ ରବୀନ୍ଦ୍ର ଜେନାଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ବାଲେଶ୍ବରର ପୂର୍ବତନ ସା˚ସଦ ରବୀନ୍ଦ୍ର କୁମାର ଜେନାଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ସିସୋର ଚିଟ୍ଫଣ୍ଡ ଘଟଣାକୁ ନେଇ ତାଙ୍କ ବିରୋଧରେ ଭୁବନେଶ୍ବର ସ୍ବତନ୍ତ୍ର ସିବିଆଇ ଅଦାଲତରେ ବିଚାରାଧୀନ ମାମଲା ରଦ୍ଦ ପାଇଁ ଶ୍ରୀ ଜେନା ଦାୟର […]









