ବିଧାୟକ ବିଜୟ ଶଙ୍କରଙ୍କୁ ଗିରଫ ନ କଲେ ଆନ୍ଦୋଳନ: ବିଜେପି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଜଗତସିଂହପୁର ଟାଉନ୍ : ପ୍ରେମିକା ସୋମାଲିକା ଦାଶଙ୍କ ଦୁଷ୍କର୍ମ ମାମଲାରେ ଛନ୍ଦି ହୋଇ ପଡ଼ିଥିବା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କୁ ଦୁଇ ଦିନ ଭିତରେ ଗିରଫ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଧମକ ଦେଇଛି ବିଜେପି। ଆଜି […]









