ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର, ୩ ଗୋରୁ ଜୀବନ୍ତ ଦଗ୍ଧ
ଭଦ୍ରକ ୧୨।୭: ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର ସହ ଗୁହାଳ ଘର । ୩ ଗୋରୁ ଜୀବନ୍ତ ଦଗ୍ଧ ହୋଇଛି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁର ଗ୍ରାମର ଉଦୟନାଥ ଖଟୁଆଙ୍କ ଗୁହାଳ ଘର ସମେତ ୪ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଘରେ ସମସ୍ତେ ଶୋଇଥିବା ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ଏଭଳି ଅଗ୍ନିକାଣ୍ଡ ହୋଇଥିଲା । ଘର ଲୋକ ଜୀବନ ବିକଳରେ ନିଜ […]