ଜୁଲାଇ ୦୧ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ– ଖର୍ଚ୍ଚ କମାଇବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳ, କର୍ମ ବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃ ଭୋଗ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ । ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ । ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ । ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ […]