ଭୁବନେଶ୍ୱରରେ ସବୁ ଧର୍ମାନୁଷ୍ଠାନ ବନ୍ଦ, ଜାଣନ୍ତୁ କେତେ ଦିନ ?
ଭୁବନେଶ୍ୱର: ନୂଆବର୍ଷରେ କରୋନା ମୁକାବିଲା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି ହେଉଛି । ଏହାରି ମଧ୍ୟରେ ବିଏମସି ଅଧିନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ ବୋଲି ଘୋଷଣା ହୋଇଛି । କାଲିଠାରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ । ଓମିକ୍ରନ ସଂକ୍ରମଣକୁ ଦୃଷ୍ଟି ରଖି ବିଏମସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେବେ କରୋନାର ନୂଆ ଭାରିଆଣ୍ଟ ନିଜର କାୟା ବିସ୍ତାର କରିବାରେ ଲାଗିଛି […]