ଓମିକ୍ରନ୍ ଆତଙ୍କ, ୧୧ ହଜାରରୁ ଅଧିକ ଫ୍ଲାଇଟ୍ କ୍ୟାନସଲ୍, ଯାତ୍ରୀ ହନ୍ତସନ୍ତ
ନୂଆଦିଲ୍ଲୀ: ବିଶ୍ୱରେ ଚିନ୍ତା ବଢ଼ାଉଛି ଓମିକ୍ରନ୍ ସଂକ୍ରମଣ । ଦିନକୁ ଦିନ ଏହି ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଛି । ଆମେରିକା ଏବଂ ବ୍ରିଟେନ ସମେତ ଅନେକ ଦେଶରେ ଓମିକ୍ରନ ଆତଙ୍କ ମଧ୍ୟରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏଥିଲାଗି ସରକାର କଟକଣା ଲାଗୁ କରିବାକୁ ବାଧ୍ୟ ହେଉଛନ୍ତି । ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଦେଶରେ ବିମାନ ଯାତ୍ରା ଉପରେ କଟକଣା ଜାରି କରାଯାଇଛି । ଗତ ଶୁକ୍ରବାର ଠାରୁ […]