ଜାଣନ୍ତୁ ଆଜିର ରାଶିଫଳ
ମେଷ: ପୂଜାପାଠରେ ସମୟ ବିତିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଆପଣଙ୍କର ଇଚ୍ଛା ପୂରଣ ହେବ। ରାଜନୈତିକ ଲୋକଙ୍କୁ ଉଚ୍ଚ ପଦବି ମିଳିବ। ବୃଷ: ନୂଆ ବିଚାର ଯଥେଷ୍ଟ ଆର୍ଥିକ ଲାଭ ଦେବ। ଆପଣଙ୍କର ଚେଷ୍ଟା ଫଳପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହ ସମୟ କାଟିବେ। ଦାମ୍ପତ୍ୟ ଜୀବନରେ ନୂଆ ଖୁସି ଆସିବ। ମିଥୁନ: ଭାଗ୍ୟ ଆପଣଙ୍କ ସହ ରହିବ। କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଅଫିସ କାମ ନିର୍ଦ୍ଧାରିତ ସମୟ […]