ଆଜି ଲତା ମଙ୍ଗେସକରଙ୍କ ଜନ୍ମଦିନ: ୯୨ ବର୍ଷରେ ପାଦ ଦେଲେ ସ୍ୱର ସମ୍ରାଜ୍ଞୀ
ମୁମ୍ବାଇ: ତାଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ, ତାଙ୍କ କଣ୍ଠ ହିଁ ତାଙ୍କର ପରିଚୟ । ତାଙ୍କ ଗୀତ ବାଜିଲେ ଆଖି ବନ୍ଦ କରି ବି ଜଣେ କହିଦେବେ ତାଙ୍କ ନାଁ । ସେ ହେଉଛନ୍ତି କୋକିଳ କଣ୍ଠୀ, ସେ ହେଉଛନ୍ତି ସ୍ୱର ସମ୍ରାଜ୍ଞୀ, ତାଙ୍କ ସ୍ୱରରେ ବିଜେ କରିଛନ୍ତି ମା’ ସରସ୍ୱତୀ । ସତରେ ତାଙ୍କ ସ୍ୱରରେ ଏମିତି କିଛି ଯାଦୁ ରହିଛି, ଯେଉଁଥିପାଇଁ ଏବେ ବି ତାଙ୍କ ଗୀତ ଶୁଣିବାକୁ ଲୋକମାନଙ୍କ ମଧ୍ୟରେ ସେହି […]