୫୪୦ ଶିକ୍ଷକଙ୍କୁ ମିଳିବ କମ୍ୟୁନିକେଟିଭ୍ ଇଂରାଜୀ ତାଲିମ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ରାଜ୍ୟର ୩୦୦ ଆକାଂକ୍ଷୀ ସ୍କୁଲ ଚିହ୍ନଟ କରାଯାଇଛି। ସେଠାକାର ଶିକ୍ଷକମାନଙ୍କୁ କମ୍ୟୁନିକେଟିଭ୍ ଇଂରାଜୀ ବିଷୟରେ ତାଲିମ ଦେବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ମୋ’ ସ୍କୁଲ ଅଭିଯାନ ପକ୍ଷରୁ ‘ଇଂରାଜୀ ହେଲ୍ପର୍’ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। […]









