ଆଦିବାସୀ ଶିଶୁଙ୍କ ପାଇଁ ଆଶୀର୍ବାଦ ଯୋଜନା ଅପହଞ୍ଚ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଯାଜପୁର : କୋଭିଡ୍ ସମୟରେ ପିତାମାତା ଉଭୟ, କିମ୍ବା ପିତା ଅବା ପରିବାରର ମୁଖ୍ୟ ଆୟକାରୀ ବ୍ୟକ୍ତିଙ୍କୁ ହରାଇଥିବା ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ଆଶୀର୍ବାଦ ଯୋଜନା ଘୋଷଣା କରିଥିଲେ। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ପ୍ରତି […]









