ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲା: ଅନିମେଶ ଚକ୍ରବର୍ତ୍ତୀଙ୍କୁ ଆଜି କୋର୍ଟ ଚାଲାଣ କରିବ ପୁଲିସ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲାରେ ଅଭିଯୁକ୍ତ ଅନିମେଶ ଚକ୍ରବର୍ତ୍ତୀଙ୍କୁ ପୁଲିସ ଆଜି କୋର୍ଟ ଚାଲାଣ କରିବ ବୋଲି ଜଣାଯାଇଛି। ଗତ ୧୮ ତାରିଖ ଦିନ ଅନିମେଶ ଚକ୍ରବର୍ତ୍ତୀଙ୍କୁ ଗିରଫ କରିଥିଲା। ସିଟି ଡିଏସ୍ପି କେକେ ହରିପ୍ରସାଦଙ୍କ ନେତୃତ୍ୱରେ ଚଢ଼ଉ […]









