ଯୁକ୍ତ୨ ପରୀକ୍ଷା: ଏଥର ୨୦୨ ହବ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଫେବ୍ରୁଆରି ପହିଲାରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା। ତା’ ପୂର୍ବରୁ ପରୀକ୍ଷା ପରିଚାଳନା ହବ୍(ଇଏମ୍ଏଚ୍) ତାଲିକା ଚୂଡ଼ାନ୍ତ ହୋଇଛି। ଏଥର ବି ରାଜ୍ୟର ୨୦୨ଟି ହବ୍ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେଥିମଧ୍ୟରୁ ୨୦୧ଟି […]









