ଭୁବନେଶ୍ୱର ଆର୍ପିଏଫ୍ କନ୍ଷ୍ଟେବଲଙ୍କୁ ରେଳ ମନ୍ତ୍ରୀ ରକ୍ଷା ପଦକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଭୁବନେଶ୍ୱର ରେଳ ଷ୍ଟେସନର ଆର୍ପିଏଫ କନ୍ଷ୍ଟେବଲ ସୁବ୍ରତ କୁମାର ମହାରଣା ୨୦୨୦ ବର୍ଷ ପାଇଁ ରେଳ ମନ୍ତ୍ରୀଙ୍କ ଜୀବନ ରକ୍ଷା ପଦକ ପାଇବାକୁ ମନୋନୀତ ହୋଇଛନ୍ତି। ଶ୍ରୀ ମହାରଣା ୧୫ ଫେବ୍ରୁଆରି ୨୦୨୦ରେ ପୁରୀ-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସରେ ଚଢ଼ିବାକୁ […]









