ସରକାରୀ ଆୟୁର୍ବେଦିକ ମେଡିକାଲ କଲେଜରେ ପୂରଣ ହେବ ୨୯ ପଦବି, ଓପିଏସ୍ସିକୁ ପତ୍ର ଲେଖିଲା ସ୍ବାସ୍ଥ୍ୟ ବିଭାଗ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ ମେଡିକାଲ କଲେଜରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବି ପୂରଣ ହେବ। ସମୁଦାୟ ୧୪ଟି କ୍ଷେତ୍ରରେ ୨୯ଟି ପଦବି ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗକୁ ପତ୍ର ଲେଖିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ। […]









