ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ୩୦ରୁ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ବିଭିନ୍ନ ଦାବିରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ (ୟୁବିଏଫ୍ୟୁ) ପକ୍ଷରୁ ଚଳିତ ମାସ ୩୦ରୁ ଦୁଇଦିନିଆ ଧର୍ମଘଟ ଆରମ୍ଭ ହେବ। ମୁମ୍ବାଇରେ ସଂଘର ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସର୍ବଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ […]









