କଏନ୍ ନେବାକୁ ମନାକଲେ ଜେଲ୍; କଏନ୍ ନେବାକୁ ମନା କରିବା ଅପରାଧ: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କଏନ ଚଳୁନଥିବାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। କଏନ୍ ଗ୍ରହଣ ନକଲେ ଆଇନ ଅନୁସାରେ ଦଣ୍ଡିତ ହେବାକୁ ପଡ଼ିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହା […]









