ସୁରିନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ଇନ୍ଦୋରଠାରେ ୧୭ଶ ପ୍ରବାସୀ ଭାରତୀୟ ଦିବସ ଅବସରରେ ସୁରିନାମ ରାଷ୍ଟ୍ରପତି ଚନ୍ଦ୍ରିକାପେରସାଦ ସନ୍ତୋଖୀଙ୍କୁ ଭେଟିଛନ୍ତି।। ଜାନୁୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଔପଚାରିକ ଭାରତ ଗସ୍ତରେ ଥିବା ରାଷ୍ଟ୍ରପତି ସନ୍ତୋଖୀ ଏହି ଦିବସର […]









