ହାଇସ୍କୁଲ ରୂପାନ୍ତରଣ ପାଇଁ ୧୨୫କୋଟି ଖର୍ଚ୍ଚ ହେବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଓମବାଡକ୍ର ୨୫ତମ ବୋର୍ଡ ଅଫ୍ ଡାଇେରକ୍ଟର୍ସ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓମବାଡକ୍ ପାଣ୍ଠିରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ଏବେ ବହୁ […]









