ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ: ତୁରୁ୍ନ୍ତ କିଡ୍ନି ରୋଗରେ ଆକ୍ରାନ୍ତଙ୍କ ଚିକିତ୍ସା କର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ଯାଜପୁର ଜିଲ୍ଲା ଦାନଗଦି ତହସିଲ ଅନ୍ତର୍ଗତ ଚାନ୍ଦିଆ ପଞ୍ଚାୟତର ଗୋଲାଗାଁରେ ଦୂଷିତ ପାନୀୟ ଜଳ ପିଇ ଶତାଧିକ ଗ୍ରାମବାସୀ କିଡ୍ନି ରୋଗରେ ଆକ୍ରାନ୍ତ ହେବା ଘଟଣାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର୍ ଜଷ୍ଟିସ୍ […]









