ଡିଭାଇଡରରେ ପିଟିହେଲା ସ୍କର୍ପିଓ, ୬ ଆହତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପାଣିକୋଇଲି: ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ପଥରପଦା ବ୍ରିଜ୍ ଉପରେ ଗତକାଲି ବିଳମ୍ବିତ ରାତିରେ ଏକ ସ୍କର୍ପିଓ ରାସ୍ତା ଡିଭାଇଡର୍ରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ି ଚାଳକ ସମେତ ପାଞ୍ଚଜଣ ଯାତ୍ରୀ ଗୁରୁତର ଆହତ […]









